ସୋସିଆଲ ମିଡ଼ିଆରେ ଭାଇରଲ୍ ହେଉଛି ଦୁଇ ପ୍ରେମୀ ଯୁଗଳଙ୍କ ଲୁଚିକରି ମନ୍ଦିରରେ ବିବାହ ର ଭିଡ଼ିଓ 50,000 ରୁ ଅଧିକ ଲୋକ ଦେଖିସାରିଲେନି

0

ସମାଜ ରେ ଅନେକ ଘଟଣା ଘଟୁଛି। ସମୟ ସହିତ ସମସ୍ତେ ଆଗକୁ ବଢ଼ି ଚାଲିଛନ୍ତି। ଆଜି କାଲି ର ଦୁନିଆ ବହୁତ ଆଗକୁ ଯାଇ ସାରିଲାଣି। ଆଜି କାଲି ର ଲୋକ ମାନେ ମଧ୍ୟ ବହୁତ ଆଗକୁ ଗଲେଣି ଏବଂ ସମସ୍ତେ ଶିକ୍ଷିତ ହେଲେଣି। ଆଜି କାଲି ର ଯୁବପିଢି ମାନେ ବହୁତ ଫାଷ୍ଟ ହେଇଗଲେଣି, ଆଜି କାଲି ତ ପିଲା ମାନେ ୧୪, ୧୫ ବର୍ଷ ହେଲା ବେଳକୁ ପ୍ରେମ କରୁଛନ୍ତି।

ଆଜି କାଲି ପ୍ରାୟତଃ ସବୁ ପିଲା ପ୍ରେମ କରୁଛନ୍ତି, ସେମାନେ ପ୍ରେମ ର ପ୍ରକୃତ ଅର୍ଥ କଣ ଜାଣନ୍ତୁ କିମ୍ବା ନ ଜାଣନ୍ତୁ ତଥାପି ବି ପ୍ରେମ କରୁଛନ୍ତି। ପିଲା ମାନଙ୍କ ପାଇଁ ପ୍ରେମ ର ମାନେ କହିବାକୁ କଥାବାର୍ତ୍ତା, ଦେଖାଚାହାଁ, ଚକଲେଟ୍ ଦିଆନିଆ ଆଉ ଶେଷ ରେ ଟିକେ ଅଧିକ ଦିନ ହୋଇଗଲେ ତାଙ୍କୁ ଛାଡି ଆଉ ଜଣଙ୍କୁ ଭଲପାଇବା।

ଆଜି କାଲି ତ ଦୁନିଆରେ ଲଭ୍ ରେ ଏମିତି ଟ୍ରେଣ୍ଡ ଚାଲିଛି, ପିଲା ମାନେ ଏହି ଲଭ୍ ଚକ୍କର୍ ରେ ବହୁତ ଭୁଲ୍ କାମ ମଧ୍ୟ କରି ଦେଉଛନ୍ତି, ଯାହା ଦ୍ୱାରା କି ସେମାନଙ୍କୁ ପଛରେ ବହୁତ ଅନୁତାପ ମଧ୍ୟ କରିବାକୁ ପଡୁଛି। ଆମେ ମାନେ ସମସ୍ତେ ସୋସିଆଲ୍ ମିଡିଆରେ ନିଶ୍ଚିତ ଭାବେ ଯୋଡିତ ଥିବା।


ସୋସିଆଲ ମିଡ଼ିଆରେ ପ୍ରତିଦିନ ହଜାର ହଜାର ଭିଡିଓ ଏବଂ ଫଟୋ ସବୁ ଆସେ। ସେହି ସବୁ ମଧ୍ୟରୁ ଅଧିକାଂଶ ଫଟୋ ଏବଂ ଭିଡିଓ ଲଭର୍ସ ମାନଙ୍କ ର ହିଁ ଥାଏ। ସେମାନେ ଲୁଚି ଲୁଚି ପ୍ରେମ କରନ୍ତି, ଅନେକ ଲୋକ ଙ୍କ ଘରେ ଏହାକୁ ଗ୍ରହଣ ମଧ୍ୟ କରନ୍ତି ନାହିଁ। ସେଥିପାଇଁ ସେମାନେ ଲୁଚି ଲୁଚି ପରସ୍ପର କୁ ଦେଖା କରିବା, କଥା ହେବା ଆଦି କାମ କରିଥାଆନ୍ତି। ତେବେ ଆମେ ମାନେ ଅନେକ ସମୟ ରେ ସୋସିଆଲ୍ ମିଡିଆରେ ଦେଖିଥିବା ଅନେକ ଲଭର୍ସ ଲୁଚି ଦେଖା କରୁଥିବା ଏବଂ କଥା ହେଉଥିବା ବେଳେ ଲୋକ ମାନେ ସେମାନଙ୍କୁ ଧରି ନିଅନ୍ତି। ତେବେ ଏବେ ସୋସିଆଲ୍ ମିଡିଆରେ ସେହି ପରି ଏକ ପ୍ରେମୀ ଯୁଗଳ ଙ୍କ ଭିଡିଓ ଖୁବ୍ ଜୋରରେ ଭାଇରାଲ୍ ହେଉଛି।

ନିକଟ ରେ ଦୁଇ ପ୍ରେମୀ ଯୁଗଳ ଏକ ମନ୍ଦିର ରେ ବିବାହ କରି ଥିଲେ। ଏହାକୁ ସେ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ ମଧ୍ୟ କରି ଥିଲେ। ଧୀରେ ଧୀରେ ବର୍ତ୍ତମାନ ତାହା ଭାଇରଲ୍ ହୋଇଛି। ଏକ ପ୍ରେମୀ ଯୁଗଳ ଙ୍କ ଭିଡ଼ିଓ । ତେବେ ଏହି ଭିଡ଼ିଓ ଟି ଖୁବ୍ ଜୋର୍ ରେ ଭାଇରଲ୍ ହୋଇଛି। ଭିଡ଼ିଓ ଟି ବହୁତ୍ କମ୍ ସମୟ ର। ମାତ୍ର ତାହା ଏପରି ଭାଇରଲ୍ ହୋଇଛି ଯାହା ଆପଣ ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ୧୭ ସେକେଣ୍ଡ ର ଭିଡ଼ିଓ ହେଲେ ଏହା ୬୭ ମିଲିଆନ୍ ଭାଇରଲ୍ ହୋଇଛି। ଏହାର ସମୟ ସୀମା ରହିଥିଲା ଦୁଇ ବର୍ଷ। ପ୍ରେମୀ ଯୁଗଳ ଙ୍କ ଏହି ଭିଡ଼ିଓ ସୋସିଆଲ ମିଡିଆରେ ବର୍ତ୍ତମାନ ଚର୍ଚ୍ଚା ର ବିଷୟ ପାଲଟିଛି।

ବନ୍ଧୁଗଣ, ଆଶା କରୁଛୁ ଆମର ଏହି ଆର୍ଟିକେଲଟି ଆପଣଙ୍କୁ ପସନ୍ଦ ଆସିଥିବ। ଯଦି ପସନ୍ଦ ଆସିବ ତେବେ ଲାଇକ ଏବଂ ସେୟାର କରିବାକୁ ଭୁଲିବେ ନାହିଁ । ଦୈନନ୍ଦିନ ଘଟୁଥିବା ଘଟଣାର ଖବର ସହିତ ଅପଡେଟ ରହିବା ପାଇଁ ପେଜ କୁ ଲାଇକ କରନ୍ତୁ ।